ଖେଳ ଆଇସିସି ଟି-୨୦ ରାଙ୍କିଙ୍ଗ୍: ବ୍ୟାଟିଂ ଶୀର୍ଷରେ ଈଶାନ୍, ଦ୍ୱିତୀୟ ସ୍ଥାନକୁ ଉଠିଲେ ଅଭିଷେକ ଦୁବାଇ : ଆଇସିସି ଦ୍ୱାରା ପ୍ରକାଶିତ ସଦ୍ୟତମ ଟି-୨୦ ବ୍ୟାଟିଂ ର୍ୟାଙ୍କିଙ୍ଗ୍ରେ ଭାରତୀୟ ଖେଳାଳିଙ୍କ ଦବ୍ଦବା ଦେଖିବାକୁ ମିଳିଛି। ଆଫଗାନିସ୍ତାନ ବିପକ୍ଷ ପ୍ରାରମ୍ଭିକ ଦୁଇଟି ମ୍ୟାଚ୍ରେ ଦମଦାର…