ଆଜିର ଖବର ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ମୟୂରଭଂଜ ଜିଲ୍ଲାର ଅମର୍ଦା ରୋଡ୍ ବିମାନଘାଟି ଭୁବନେଶ୍ୱର: ମୟୂରଭଞ୍ଜ ଜିଲ୍ଲାସ୍ଥିତ ଅମର୍ଦା ରୋଡ୍ (ରାସଗୋବିନ୍ଦପୁର) ବିମାନବନ୍ଦରକୁ ଶୀଘ୍ର କାର୍ଯ୍ୟକ୍ଷମ କରିବା ନିମନ୍ତେ ପଦକ୍ଷେପ ନିଆଯିବ। ଆଜି ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି…