ଆଜିର ଖବର ଆଶୁ ଆରୋଗ୍ୟ କାମନା କରି ଅମିତାଭ ବଚନଙ୍କ ଉପରେ ବାଲୁକା କଳା କଲେ ସୁଦର୍ଶନ ପଟ୍ଟନାୟକ ଭୁବନେଶ୍ବର, ପ୍ରଖ୍ୟାତ ଅଭିନେତା ଅମିତାଭ ବଚନ କରୋନା ପଜେଟିଭ ଚିହ୍ନଟ ହେବା ପରେ ସେ ବର୍ତ୍ତମାନ ମୁମ୍ବାଇର ଲୀଲାବତି ହସପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ଆଶୁ ଆରୋଗ୍ୟ…