ଜାତୀୟ ଖବର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ନୂଆ ଅପରାଧିକ ଆଇନର କାର୍ଯ୍ୟକାରିତା ନେଇ ଆଲୋଚନା ନୂଆଦିଲ୍ଲୀ: କେନ୍ଦ୍ର ସ୍ୱରାଷ୍ଟ୍ର ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଆଜି ନୂଆଦିଲ୍ଲୀରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହିତ ରାଜ୍ୟରେ ତିନୋଟି…