ଆଜିର ଖବର ଅନୁପମଙ୍କ ‘ମନ୍ତ୍ରମୁଗ୍ଧ’ର ମହୁରତ ଭୁବନେଶ୍ଵର: ଜାତୀୟ ପୁରସ୍କାରପ୍ରାପ୍ତ ଫିଲ୍ମ ନିର୍ମାତା ଅନୁପମ ପଟ୍ଟନାୟକ ମହୁରତ ପୂଜା ସହିତ ନିଜର ଆଗାମୀ ଚଳଚ୍ଚିତ୍ର ‘ମନ୍ତ୍ରମୁଗ୍ଧ’ର ଘୋଷଣା କରିଛନ୍ତି। ସାଙ୍କେତିକ ଭାବେ ‘ଏମ୍ଏମ୍’ ନାମରେ…