Categories
ଆଜିର ଖବର ରାଜ୍ୟ ଖବର

ଅରିନ୍ଦମ ଡାକୁଆ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ, ଅତିରିକ୍ତ ସଚିବ ଭାବେ ନିଯୁକ୍ତ ହେଲେ ଅନୁପମ ଶାହା

ଭୁବନେଶ୍ୱର: କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେହିପରି ଜଗତସିଂହପୁର ଜିଲ୍ଲାପାଳ  ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।