ଆଜିର ଖବର ଓଡିଶାରେ ବିଜେପିର ବରିଷ୍ଠ ନେତା ଅରୁଣ ସିଂ, ରାଜ୍ୟ କର୍ମକର୍ତ୍ତାଙ୍କ ବୈଠକରେ ଫୁଙ୍କିଲେ ମନ୍ତ୍ର ଭୁବନେଶ୍ୱର: ଓଡ଼ିଶାରେ ନିର୍ବାଚନ ସରିଛି ଓ ବିଜେପି ଏକାକି ସରକାର ଗଠନ କରିଛି । ଏହି ନିର୍ବାଚନରେ ଭାରତୀୟ ଜନତା ପାର୍ଟିର କାର୍ଯ୍ୟକର୍ତାମାନେ ଅକ୍ଳାନ୍ତ ପରିଶ୍ରମ କରିଥିଲେ,…