ବିଶେଷ ଖବର ସମ୍ବଲପୁର ସାଂସଦଙ୍କ ଧର୍ମପତ୍ନୀ ଅରୁନ୍ଧତୀ ଦେବୀଙ୍କର ବିସ୍ପୋରକ ବୟାନ, ଧର୍ମେନ୍ଦ୍ରଙ୍କୁ କଲେ ଗାଳି ଭୁବନେଶ୍ବର: ସମ୍ବଲପୁର ସାଂସଦ ନୀତିଶ ଗଙ୍ଗଦେବଙ୍କ ଧର୍ମପତ୍ନୀ ଅରୁନ୍ଧତୀ କୁମାରୀ ଦେବୀଙ୍କ ବୟାନକୁ ନେଇ ବର୍ତ୍ତମାନ ରାଜ୍ୟ ରାଜନୀତି ପଡୁଛି ଉଠୁଛି। ବିଶେଷ କରି ଓଡିଶା ବିଜେପି…