ଆଞ୍ଚଳିକ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା ଉଦଯାପିତ ରଣପୁର: ନୟାଗଡ ଜିଲ୍ଲା ରଣପୁର ବ୍ଲକର ଅର୍ଜୁନପୁର ଉଚ୍ଚ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ ହୋଇ ଉଦଯାପିତ ଯାଇଛି। ଏହାର ଉଦଘାଟନୀ ଉତ୍ସବରେ…