ଆଜିର ଖବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୁଏତର ସର୍ବୋଚ୍ଚ ଜାତୀୟ ପୁରସ୍କାରରେ ସମ୍ମାନିତ ନୂଆଦିଲ୍ଲୀ: କୁଏତର ଅମିର ମହାମହିମ ଶେଖ ମେଶଲ ଅଲ-ଅହମ୍ମଦ ଅଲ-ଜବର ଅଲ-ସବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୁଏତର ସର୍ବୋଚ୍ଚ ଜାତୀୟ ପୁରସ୍କାର ‘ଅର୍ଡର ଅଫ୍ ମୁବାରକ ଅଲ-କବୀର’…