ଆଜିର ଖବର ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ: ଖୋରଧା ଜିଲ୍ଲାରେ ସ୍କୁଲ ବନ୍ଦ ଏବଂ କର୍ମଚାରୀଙ୍କ ଛୁଟି ବାତିଲ ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ ଓ ଆଶଙ୍କାକୁ ଆଖିଆଗରେ ରଖି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଓ ତୁରନ୍ତ ପଦକ୍ଷେପ ଗ୍ରହଣ କରାଯାଇଛି।…