ରାଜ୍ୟ ଖବର କାର୍ତ୍ତିକ ବ୍ରତ ପାଇଁ ୩.୩୦ କୋଟି ଅନୁମୋଦନ ଭୁବନେଶ୍ବର: କାର୍ତ୍ତିକ ବ୍ରତ ପାଳନ ପାଇଁ ପୁରୀକୁ ଆସିଥିବା ହବିଷ୍ୟାଳୀ ମା’ମାନଙ୍କ ସୁବିଧା ଏବଂ ସହଯୋଗ ନିମନ୍ତେ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି…