ଆଜିର ଖବର ଷୋଡ଼ଶ ଅର୍ଥ ଆୟୋଗ ଗଠନ କଲେ ଭାରତ ସରକାର: ଅଧ୍ୟକ୍ଷ ହେଲେ ଡ. ଅରବିନ୍ଦ ପାନାଗାରିଆ ନୂଆଦିଲ୍ଲୀ: ରାଷ୍ଟ୍ରପତିଙ୍କ ଅନୁମୋଦନ କ୍ରମେ ଭାରତ ସରକାର ସମ୍ବିଧାନର ଧାରା ୨୮୦(୧) ଅନୁଯାୟୀ ଷୋଡ଼ଶ ଅର୍ଥ ଆୟୋଗ ଗଠନ କରିଛନ୍ତି। ନୀତି ଆୟୋଗର ପୂର୍ବତନ ଉପାଧ୍ୟକ୍ଷ ତଥା…