ଆଜିର ଖବର ପୂର୍ବତନ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢାଉ ଭୁବନେଶ୍ଵର: ଖଣି ମାଲିକ ତଥା ଚମ୍ପୁଆର ପୂର୍ବତନ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରିଛି। ଅର୍ଥ ହଡପ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ…