ଆଜିର ଖବର ପଣ୍ଡିତ ମୂର୍ମୁ ଏକ ଆନ୍ଦୋଳନ, ଏକ ଚେତନା, ଏକ ଶିଳ୍ପ ଓ ସଂସ୍କୃତିର ଅଭିଜ୍ଞାନ: ମୁଖ୍ୟମନ୍ତ୍ରୀ ରାଜ୍ୟସ୍ତରୀୟ ଅଲଚିକି ଲିପି ଉଦ୍ଭାବନର ଶତବାର୍ଷିକୀ ଏବଂ ଗୁରୁ ଗୋମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ୧୨୦ ତମ ଜନ୍ମବାର୍ଷିକୀ ଉତ୍ସବ ପାଳିତ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପଣ୍ଡିତ ମୁର୍ମୁଙ୍କ…