ଆଜିର ଖବର ଜଗତସିଂହପୁର ଜିଲ୍ଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ, ୫ଟି ଅଲଟ୍ରାସାଉଣ୍ଡ କ୍ଲିନିକ୍ ର ନବୀକରଣ ପାଇଁ ଦିଆଗଲା ଅନୁମତି ରମେଶ ମହାନ୍ତି ଜଗତସିଂହପୁର: ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜଗତସିଂହପୁର ଜିଲ୍ଲା ପିସି.ପି.ଏନ୍. ଡି.ଟି ପରାମର୍ଶଦାତା କମିଟିର ଏକ ବୈଠକ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…