ଆଜିର ଖବର ଭାରତୀୟ ହକି ଦଳକୁ ଅଭିନନ୍ଦନ ଜଣାଇଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ବର: ଆଜି ପ୍ୟାରିସ ଅଲମ୍ପିକ୍ସରେ ଭାରତୀୟ ହକି ଦଳ ଗୌରବ ଆଣିଛନ୍ତି। ସ୍ପେନକୁ ଭାରତ ୨-୧ ରେ ପରାସ୍ତ କରି ବ୍ରୋଞ୍ଜ ପଦକ ହାସଲ କରିଛି। ଏହି…