ଜାତୀୟ ଖବର ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା ନୂଆଦିଲ୍ଲୀ: ଭାରତ ଉପରେ ଏକ ବଡ଼ଧରଣର ଆକ୍ରମଣ କରିବାକୁ ଷଡ଼ଯନ୍ତ୍ର ରଚିଥିଲା ଆତଙ୍କବାଦୀ ସଂଗଠନ ଅଲ୍-କାଏଦାର ପୂର୍ବତନ ମୁଖ୍ୟ ଓସାମା ବିନ୍ ଲାଡେନ୍। ଆମେରିକାର କେନ୍ଦ୍ରୀୟ ଗୁଇନ୍ଦା…