ଆଜିର ଖବର ଆକାଶରେ ଦୁଇଟି ଇଣ୍ଡିଗୋ ବିମାନ ମୁହାଁମୁହିଁ ଧକ୍କାରୁ ଅଳ୍ପକେ ବର୍ତ୍ତିବା ଘଟଣା: ତଦନ୍ତ କରିବ ଡିଜିସିଏ ନୂଆଦିଲ୍ଲୀ: ଆକାଶରେ ଦୁଇଟି ଇଣ୍ଡିଗୋ ବିମାନ ମଧ୍ୟରେ ଧକ୍କା ହେବାରୁ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ତେବେ ଏହି ମାମଲାର ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ତଦନ୍ତ କରିବ।…