ଆଜିର ଖବର ବାଲୁଗାଁ ବାଇପାସରେ ସଡ଼କ ଦୁର୍ଘଟଣା: ଅଳ୍ପକେ ବର୍ତ୍ତିଲେ ବ୍ରହ୍ମପୁର ଏମକେସିଜି ଡାକ୍ତର ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ମଧ୍ୟାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ବାଇପାସ ୧୬ ନମ୍ବର ଜାତୀୟ ରାଜପଥ ସୁବୁଦ୍ଧିପାଟଣା ଛକ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଯାଇଛି।…