ଜାତୀୟ ଖବର ସୁରକ୍ଷା ତ୍ରୁଟିକୁ ନେଇ ସଂସଦରେ ହଙ୍ଗାମା: ୧୪ ଲୋକସଭା ସାଂସଦ ନିଲମ୍ବିତ ନୂଆଦିଲ୍ଲୀ: ଅଶାଳୀନ ଆଚରଣ ପାଇଁ ଲୋକସଭା ବାଚସ୍ପତି ଗୁରୁବାର ୧୪ ଜଣ ବିରୋଧୀ ସଦସ୍ୟଙ୍କୁ ନିଲମ୍ବିତ କରିଛନ୍ତି। ଏମାନଙ୍କ ମଧ୍ୟରେ କଂଗ୍ରେସର ୯ ଜଣ, ସିପିଆଇଏମର ୨…