ଜାତୀୟ ଖବର ଦିଲ୍ଲୀରେ ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ଏକ ବିଶାଳ ଜନସମାବେଶକୁ ସମ୍ବୋଧିତ…