ଆଜିର ଖବର ଭବାନୀପାଟଣା ଠାରେ ନୂଆ (ନୂତନ ଉନ୍ନତ ଅଭିଳାଷ) ଓଡ଼ିଶା ଯୋଜନା ର ଶୁଭାରମ୍ଭ କଳାହାଣ୍ଡି (ଦୁଷ୍ମନ୍ତ କୁମାର ପଣ୍ଡା): କଳାହାଣ୍ଡି ଜିଲ୍ଲା ମୁଖ୍ୟାଳୟର ଅଶ୍ଵାନ ସଭାଗୃହରେ ନୂଆ (ନୂତନ ଉନ୍ନତ ଅଭିଳାଷା) ଓଡିଶା ଯୋଜନାର ଶୁଭାରମ୍ଭ ଜିଲ୍ଲାପାଳ ପି ଅନ୍ଵେଷା ରେଡ୍ଡି…