ଆଜିର ଖବର ‘‘ଏକ ପେଡ୍ ମା’ କେ ନାମ’’ ଅଭିଯାନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ: ଲଗାଇଲେ ଅଶ୍ୱତ୍ଥ ଗଛ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱ ପରିବେଶ ଦିବସ ଅବସରରେ ‘‘ଏକ ପେଡ୍ ମା କେ ନାମ’’ (ଗୋଟିଏ ଗଛ ମା’ଙ୍କ ନାମରେ) ଅଭିଯାନର ଶୁଭାରମ୍ଭ କରିଛନ୍ତି।…