ଜାତୀୟ ଖବର “ଜଣେ ଉତ୍ସାହିତ ଯୁବକ ନିଶା ଦ୍ରବ୍ୟ ସେବନ ଆଡକୁ ମୁହାଁଇ ପାରିବ ନାହିଁ”: ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଗାୟତ୍ରୀ ପରିବାର ଦ୍ୱାରା ଆୟୋଜିତ ଅଶ୍ୱମେଧ ଯଜ୍ଞକୁ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ଆଗାମୀ ନିର୍ବାଚନକୁ…