ଅଷ୍ଟଲକ୍ଷ୍ମୀ ମହୋତ୍ସବ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସ୍ୱାଗତ କରି…