ଆଜିର ଖବର ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ୬୧ତମ ପରିଷଦ ବୈଠକ ଅନୁଷ୍ଠିତ ଭୁବନେଶ୍ୱର: ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ୬୧ତମ ପରିଷଦ ବୈଠକ ଭୁବନେଶ୍ୱର ସ୍ଥିତ ରାଜୀବ ଭବନରେ ଅନୁଷ୍ଠିତ ହୋଇଥିଲା। ଅଧ୍ୟକ୍ଷ ଅସିତ୍ ତ୍ରିପାଠୀ ଏଥିରେ ଅଧ୍ୟକ୍ଷତା କରିଥିଲେ।…