ଆଜିର ଖବର ଓଡ଼ିଶା ଉପକୂଳ ଚାନ୍ଦିପୁରଠାରେ ‘ଅସ୍ତ୍ର’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ଭୁବନେଶ୍ବର: ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆରଡିଓ) ଏବଂ ଭାରତୀୟ ବାୟୁସେନା (ଆଇଏଏଫ)ର ମିଳିତ ଉଦ୍ୟମରେ ଦୃଶ୍ୟମାନ ପରିଧି ଠାରୁ ବାହାରେ ଆକାଶମାର୍ଗରୁ ଆକାଶମାର୍ଗକୁ ଲକ୍ଷ୍ୟ…