ଆଜିର ଖବର ଅତ୍ୟାବଶ୍ୟକ ସାମଗ୍ରୀର ଅହେତକୁ ଦରବୃଦ୍ଧି ଯୋଗୁଁ ତାତିଲେ ବିଜେଡ଼ି ମହିଳା ଭୁବନେଶ୍ୱର: ଅତ୍ୟାବଶ୍ୟକ ସାମଗ୍ରୀର ଅହେତକୁ ଦରବୃଦ୍ଧି ଯୋଗୁ ଜନସାଧାରଣଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗିପଡ଼ିଛି। କରୋନା ମହାମାରୀ ଯୋଗୁଁ ଲୋକେ ନିଯୁକ୍ତି ହରାଇଛନ୍ତି, ଲୋକମାନଙ୍କର ଆର୍ଥିକ ରୋଜଗାର କମିଯାଇଛି।…