ଆଜିର ଖବର ଆଇଆଇଏମ୍ସି ଢେଙ୍କାନାଳରେ ଓଡ଼ିଆ ସାମ୍ବାଦିକତା ପାଠ୍ୟକ୍ରମ ପାଇଁ ନାମଲେଖା ପ୍ରକ୍ରିୟା ଆରମ୍ଭ ଭୁବନେଶ୍ୱର: ଢେଙ୍କାନାଳସ୍ଥିତ ଭାରତୀୟ ଜନ ସଞ୍ଚାର ସଂସ୍ଥାନ (ଆଇଆଇଏମ୍ସି)ଠାରେ ‘ଓଡ଼ିଆ ସାମ୍ବାଦିକତାରେ ସ୍ନାତକୋତ୍ତର ଡିପ୍ଲୋମା ପାଠ୍ୟକ୍ରମ’ ପାଇଁ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ବର୍ଷିକିଆ ପାଠ୍ୟକ୍ରମରେ…