ଆଜିର ଖବର ଆଇଆଇଏମ ମୁମ୍ବାଇର ସମାବର୍ତ୍ତନ ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ ମିଶ୍ର ଆଜି ଭାରତୀୟ ପ୍ରବନ୍ଧନ ପ୍ରତିଷ୍ଠାନ (ଆଇଆଇଏମ), ମୁମ୍ବାଇର ସମାବର୍ତ୍ତନ ସମାରୋହକୁ ସମ୍ବୋଧିତ କରିଛନ୍ତି। ଭାରତର ଅଗ୍ରଣୀ ଆଇଆଇଏମଗୁଡ଼ିକ…