ଆଇଆଇଟି ଜମ୍ମୁ

ଜମ୍ମୁ: ଜମ୍ମୁ-କାଶ୍ମୀରରେ ସ୍କୁଲ ଶିକ୍ଷା ସହ ଉଚ୍ଚ ଶିକ୍ଷା ଭିତ୍ତିଭୂମିକୁ ମଜବୁତ୍ କରାଯାଉଛି। ନୂଆ ନୂଆ ଶିକ୍ଷାନୁଷ୍ଠାନ ଖୋଲାଯିବା ସହ ପିଏମ ଶ୍ରୀ ସ୍କୁଲ ବିକଶିତ କରାଯାଉଛି।…