ଆଜିର ଖବର ଭୁବନେଶ୍ବରରେ ସେମିକଣ୍ଡକ୍ଟର ପ୍ରକଳ୍ପ ପ୍ରତିଷ୍ଠାକୁ ସ୍ଵାଗତ କଲେ ଆଇଆଇଟି ଭୁବନେଶ୍ବରର ନିର୍ଦ୍ଦେଶକ ଭୁବନେଶ୍ଵର: ଭୁବନେଶ୍ବରରେ ସେମିକଣ୍ଡକ୍ଟର ପ୍ରକଳ୍ପ ପ୍ରତିଷ୍ଠା ପାଇଁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରି ପ୍ରଦାନ କରିଛି। ଏହାକୁ ଆଇଆଇଟି ଭୁବନେଶ୍ବରର ନିର୍ଦ୍ଦେଶକ ପ୍ରଫେସର ଶ୍ରୀପଦ୍ କର୍ମାଲକର ସ୍ବାଗତ କରିଛନ୍ତି।…