ରାଜ୍ୟ ଖବର Breaking News: ବଦଳିଲେ ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ ଏବଂ ପୁରୀ ଜିଲ୍ଲାପାଳ ଭୁବନେଶ୍ବର: ଆଜି ରାଜ୍ୟ ସରକାର ଆଇଏଏସ ସ୍ତରରେ ଏକ ଅଦଳବଦଳ କରିଛନ୍ତି। ସେହି ଅନୁସାରେ ଶ୍ରୀ ଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସଙ୍କୁ ବଦଳି କରାଯାଇଛି।…