ଆଜିର ଖବର ବୁଡ଼ାଜାହାଜରୁ ନିକ୍ଷେପ କରାଯାଇପାରୁଥିବା ବାଲିଷ୍ଟିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ଭୁବନେଶ୍ଵର: ଆଇଏନଏସ ଅରିହନ୍ତରୁ ଅକ୍ଟୋବର ୧୪, ୨୦୨୨ରେ ବୁଡ଼ାଜାହାଜରୁ ନିକ୍ଷେପ କରାଯାଇ ପାରୁଥିବା ବାଲିଷ୍ଟିକ କ୍ଷେପଣାସ୍ତ୍ର (ଏସଏଲବିଏମ)ର ସଫଳ ପରୀକ୍ଷଣ କରାଯାଇଛି। ଏକ ନିର୍ଦ୍ଧାରିତ ଦୂରତାରେ କ୍ଷେପଣାସ୍ତ୍ର…