ଆଜିର ଖବର ଲୋକଙ୍କ ପାଖରେ ପହଂଚିବା ପାଇଁ ଦାୟିତ୍ୱବାନ ଏବଂ ତଥ୍ୟଭିତ୍ତିକ ସଞ୍ଚାର ଗୁରୁତ୍ୱପୂର୍ଣ୍ଣ: ଅଖିଳ କୁମାର ମିଶ୍ର ଭୁବନେଶ୍ୱର: ଆଜି ଭୁବନେଶ୍ୱରସ୍ଥିତ ସିଏସଆଇଆର-ଖଣିଜ ଏବଂ ପଦାର୍ଥ ପ୍ରଯୁକ୍ତିବିଦ୍ୟା ସଂସ୍ଥାନ (ସିଏସଆଇଆର୍-ଆଇଏମ୍ଏମଟି) ଠାରେ ଓଡ଼ିଶାରେ କାର୍ଯ୍ୟରତ କେନ୍ଦ୍ର ସରକାରଙ୍କ ଆନ୍ତଃ-ଗଣମାଧ୍ୟମ ପ୍ରଚାର ସମନ୍ୱୟ ସମିତି (ଆଇଏମପିସିସି) ବୈଠକ…