ଆଜିର ଖବର ଆସନ୍ତାକାଲି ଇଣ୍ଡିଆ ମୋବାଇଲ୍ କଂଗ୍ରେସର ୧୦ମ ସଂସ୍କରଣ ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ପୂର୍ବାହ୍ମ ୧୦ଟାରେ ନୂଆଦିଲ୍ଲୀର ଯଶୋଭୂମିଠାରେ ଇଣ୍ଡିଆ ମୋବାଇଲ କଂଗ୍ରେସ (ଆଇଏମସି) ର ୧୦ମ ସଂସ୍କରଣ ଉଦ୍ଘାଟନ କରିବେ। ଏହି ଅବସରରେ…