ଖେଳ ଡିସେମ୍ବର ୫ରେ ହେବ ଆଇଓଏ କାର୍ଯ୍ୟନିର୍ବାହୀ ପରିଷଦ ନିର୍ବାଚନ ନୂଆଦିଲ୍ଲୀ: ଭାରତୀୟ ଅଲିମ୍ପିକ୍ ଆସୋସିଏସନ୍ (ଆଇଓଏ)ର କାର୍ଯ୍ୟନିର୍ବାହୀ ପରିଷଦ ନିର୍ବାଚନ ପାଇଁ ଦିନ ଧାର୍ଯ୍ୟ ହୋଇଛି। ଆସନ୍ତା ଡିସେମ୍ବର ୫ ତାରିଖରେ ଏହି ଭୋଟଗ୍ରହଣ ହେବାକୁ ଥିବା…