ବିଶେଷ ଖବର ଓଡ଼ିଶାରେ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର ପର୍ଯ୍ୟାପ୍ତ ଏବଂ ନିରବଚ୍ଛିନ୍ନ ଯୋଗାଣ ଜାରି ଭୁବନେଶ୍ୱର: ଆଇଓସିଏଲ୍, ବିପିସିଏଲ୍ ଏବଂ ଏଚ୍ପିସିଏଲ୍ ଭଳି ରାଷ୍ଟ୍ରାୟତ୍ତ ତୈଳ ବିପଣନ କମ୍ପାନୀମାନଙ୍କ ଦ୍ୱାରା ସାରା ଓଡ଼ିଶାରେ ନିରବଚ୍ଛିନ୍ନ ପେଟ୍ରୋଲିୟମ ଉତ୍ପାଦ ଯୋଗାଣ ଜାରି ରହିଛି ବୋଲି…