ଆଜିର ଖବର ଡିଏଭି ପୋଖରୀପୁଟରେ ସହୋଦୟ ସ୍କୁଲ କପ୍ଲେକ୍ସ ବିଜ୍ଞାନ ମେଳା ଅନୁଷ୍ଠିତ ଭୁବନେଶ୍ଵର: ସହୋଦୟ ସ୍କୁଲ କମ୍ପ୍ଲେକ୍ସ ବିଜ୍ଞାନ ମେଳା ଡିଏଭି ପୋଖରୀପୁଟରେ ଅନୁଷ୍ଠିତ ହୋଇଯାଇଛି। ଆଇଜର ବ୍ରହ୍ମପୁରର ଏକାଡେମିକ୍ ଡିନ୍ ପ୍ରଫେସର ପ୍ରସେନଜିତ୍ ମଣ୍ଡଲ ମୁଖ୍ୟଅତିଥି ରୂପେ ଯୋଗଦାନ…