ଆଇଜିଏସଟି

ନୂଆଦିଲ୍ଲୀ: ସେପ୍ଟେମ୍ବର ୨୦୨୨ ମାସରେ ସକଳ ଜିଏସଟି ସଂଗ୍ରହ ୧,୪୭,୬୮୬ କୋଟି ଟଙ୍କା ଟପିଛି। ଏଥିମଧ୍ୟରୁ ସିଜିଏସଟି ୨୫,୨୭୧ ଏବଂ ଏସଜିଏସଟି ୩୧,୮୧୩ କୋଟି ଟଙ୍କା ରହିଛି।…