ଆଜିର ଖବର ଆନ୍ତର୍ଜାତିକ ଡ୍ରାଇଭିଂ ପରମିଟ୍ ପ୍ରଦାନ ବ୍ୟବସ୍ଥାକୁ ଦେଶବ୍ୟାପୀ ସୁଗମ କରିବାକୁ ବିଜ୍ଞପ୍ତି ଜାରି ନୂଆଦିଲ୍ଲୀ: ସମଗ୍ର ଦେଶରେ ଆନ୍ତର୍ଜାତିକ ଡ୍ରାଇଭିଂ ପରମିଟ୍ ବା ଆଇଡିପି ପ୍ରଦାନ ବ୍ୟବସ୍ଥାକୁ ସୁଗମ କରିବା ପାଇଁ କେନ୍ଦ୍ର ସଡକ ପରିବହନ ଓ ରାଜମାର୍ଗ ମନ୍ତ୍ରଣାଳୟ ପକ୍ଷରୁ…