ବିଶେଷ ଖବର କେନ୍ଦ୍ରମନ୍ତ୍ରୀଙ୍କୁ ଆଇନଶୃଙ୍ଖଳା ଓ ଅପରାଧ ମଧ୍ୟରେ ପାର୍ଥକ୍ୟ ବୁଝାଇଲେ ଡ.ସସ୍ମିତ ପାତ୍ର ଭୁବନେଶ୍ୱର: ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ। ଏଠାରେ କାଁଭାଁ ଅପରାଧ ହୁଏ ସତ, ମାତ୍ର ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୁଏ ନାହିଁ। ଦେଶର ଅନେକ ବିଜେପି ଶାସିତ…