ଆଜିର ଖବର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ଓ ଆଇବିଏମ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ ନୂଆଦିଲ୍ଲୀ: ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ଏବଂ ଉଦ୍ୟମିତା…