ଆଇବିସିଏସ୍‌ରେ କନ୍‌ଭରଜେନ୍ସ

ଭୁବନେଶ୍ୱର: ଶିକ୍ଷା ଗ୍ରହଣ ଜୀବନର ଏକ ଅସରନ୍ତି ପ୍ରକ୍ରିୟା ଏବଂ ଏହି ପ୍ରତିଯୋଗିତାମୂଳକ ପୃଥିବୀରେ ଛାତ୍ରଛାତ୍ରୀମାନେ ନିଜର ଦକ୍ଷତାକୁ ଶାଣିତ କରିବା ନିମନ୍ତେ ଉଦ୍ୟମ ଜାରି ରଖିବା…