ଆଜିର ଖବର ବିଶ୍ୱକପ ଫାଇନାଲରେ ପ୍ରବେଶ କରିଥିବାରୁ ଭାରତୀୟ କ୍ରିକେଟ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ ନୂଆଦିଲ୍ଲୀ: ଆଇସିସି କ୍ରିକେଟ ବିଶ୍ୱକପ ୨୦୨୩ ସେମି ଫାଇନାଲରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଉଲ୍ଲେଖନୀୟ ବିଜୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ କ୍ରିକେଟ ଦଳକୁ ଅଭିନନ୍ଦନ ଜଣାଇଛନ୍ତି।…