ବିଶେଷ ଖବର ଆଉଟସୋରସିଂ ସଂସ୍ଥା ତଥା ଚୁକ୍ତିଭିତ୍ତିରେ ନିୟୋଜିତ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦୀପାବଳି ଭେଟି ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଆଉଟସୋରସିଂ ସଂସ୍ଥା ଜରିଆରେ ତଥା ଚୁକ୍ତିଭିତ୍ତିରେ ନିୟୋଜିତ ହୋଇଥିବା ବ୍ୟକ୍ତି ମାନଙ୍କର ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ…