ଆଜିର ଖବର ସ୍ୱାସ୍ଥ୍ୟ ଓ ପୁଷ୍ଟିସାଧନ ସମେତ କୋଭିଡ୍ ମୁକାବିଲା କ୍ଷେତ୍ରରେ ମାଲକାନଗିରି ଜିଲ୍ଲାର ଉଲ୍ଲେଖନୀୟ ସଫଳତାକୁ ପ୍ରଶଂସା ଭୁବନେଶ୍ବର: ଏକ ନିରପେକ୍ଷ ରିପୋର୍ଟରେ, ମିଳିତ ଜାତିସଂଘ ବିକାଶ କାର୍ଯ୍ୟକ୍ରମ (ୟୁଏନଡିପି) ଇଣ୍ଡିଆ ପକ୍ଷରୁ ଭାରତ ସରକାରଙ୍କ ଆକାଂକ୍ଷୀ ଜିଲ୍ଲା କାର୍ଯ୍ୟକ୍ରମ (ଏଡିପି)କୁ ପ୍ରଶଂସା କରାଯାଇଛି। ‘ସ୍ଥାନୀୟ…