ବିଶେଷ ଖବର ଯଦି ଭୁଲ୍ ଧାରଣା ସୃଷ୍ଟି ହେଉଛି, ତା’ହେଲେ ଗଣମାଧ୍ୟମ ଆତ୍ମନିରୀକ୍ଷଣ କରିବାର ଆବଶ୍ୟକତା ରହିଛି: କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀ: “ୟେ ଆକାଶବାଣୀ ହୈ’- ଏହି ଅମର ଶବ୍ଦ ଗୁଡ଼ିକୁ ସବୁ ଭାରତୀୟ ଚିହ୍ନଟ କରି ପାରିବେ। ଆଜି ଆକାଶବାଣୀ ଭବନର ରଙ୍ଗ ଭବନ ସଭା ଗୃହରେ…