Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଗତ ୨୪ ଘଣ୍ଟାରେ ଦେଶରେ ୨୦୨୨ଟି ମାମଲା ଚିହ୍ନଟ, ୪୬ ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୨୨ ନୂତନ କରୋନା ମାମଲା ରିପୋର୍ଟ ହୋଇଛି ଏବଂ ୪୬ ଜଣଙ୍କର ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ ୨୦୯୯ ଜଣଙ୍କୁ ମଧ୍ୟ ଡିସଚାର୍ଜ କରାଯାଇଛି। ଆଜି ପୂର୍ବାହ୍ନରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସର୍ବଶେଷ ପରିସଂଖ୍ୟାନ ପ୍ରକାଶ ପାଇଛି। ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ ୫ ଲକ୍ଷ ୨୪ ହଜାର ୪୫୯ କରୋନା ସଂକ୍ରମିତ ରୋଗୀଙ୍କ ମୃତ୍ୟୁ ଘଟିଛି। ଏହି ସମୟରେ, ସକ୍ରିୟ ମାମଲା ସଂଖ୍ୟା ୧୪ ହଜାର ୮୩୨ କୁ ହ୍ରାସ ପାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ ଦେଶରେ ମୋଟ ୪ କୋଟି ୨୫ ଲକ୍ଷ ୯୯ ହଜାର ୧୦୨ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏଥି ସହିତ, ଦେଶରେ କରୋନା ରୋକିବା ପାଇଁ ଟୀକାକରଣ ଅଭିଯାନ ଚାଲିଛି, ଏପର୍ଯ୍ୟନ୍ତ ଟୀକାକରଣ ସଂଖ୍ୟା ୧୯୨ କୋଟି ୩୮ ଲକ୍ଷ ୪୫ ହଜାର ୬୧୫ ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ମୋଟ ୮ ଲକ୍ଷ ୮୧ ହଜାର ୬୬୮ ଡୋଜ ଟିକା ଦିଆଯାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ଆଜି ୬୭ ହଜାର ଆକ୍ରାନ୍ତ ଚିହ୍ନଟ, କିନ୍ତୁ ଆଜି ୧୧୮୮ ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଗତକାଲି ଦେଶରେ ୮୩ ହଜାର ୮୭୬ ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୬୭ ହଜାର ୫୯୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତକାଲି ୮୬୫ ଜଣଙ୍କ ପ୍ରାଣହାନୀ ଘଟିଥିବା ବେଳେ ଆଜି ଆଉ ୮୯୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ଏହି ସମୟ ମଧ୍ୟରେ ୧ ଲକ୍ଷ ୮୦ ହଜାର ୪୫୬ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୨୩ ଲକ୍ଷ ୩୯ ହଜାର ୬୧୧ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୪ ହଜାର ୬୨ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୪ କୋଟି ୮ ଲକ୍ଷ ୪୦ ହଜାର ୬୫୮ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୯ ଲକ୍ଷ ୯୪ ହଜାରକୁ ୮୯୧ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର

ଦେଶରେ ୧ ଲକ୍ଷ ତଳକୁ ଖସିଲା ସଂକ୍ରମଣ, କିନ୍ତୁ ଆଜି ୮୯୫ ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଗତକାଲି ଦେଶରେ ୧ ଲକ୍ଷ ୨୭ ହଜାର ୯୫୨ ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୮୩ ହଜାର ୮୭୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତକାଲି ୮୬୫ ଜଣଙ୍କ ପ୍ରାଣହାନୀ ଘଟିଥିବା ବେଳେ ଆଜି ଆଉ ୮୯୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ଏହି ସମୟ ମଧ୍ୟରେ ୧ ଲକ୍ଷ ୯୯ ହଜାର ୫୪ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୨୨ ଲକ୍ଷ ୮ ହଜାର ୬୧୬ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୨ ହଜାର ୮୭୪ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୪ କୋଟି ୪ ଲକ୍ଷ ୪୬ ହଜାର ୯୫୬ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୧୧ ଲକ୍ଷ ୮ ହଜାରକୁ ୯୩୮ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଆଉ ୭ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଆଜି ଦେଶରୁ ୭ ହଜାର ୧୪୫ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୨୮୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୭ ଲକ୍ଷ ୩୩ ହଜାର ୨୨୪ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୭୭ ହଜାର ୧୫୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୧ ଲକ୍ଷ ୭୧ ହଜାର ୪୭୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୮୪ ହଜାର ୫୬୫ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର

କରୋନା ୱାର୍ଡରେ ଅଗ୍ନିକାଣ୍ଡ ଯୋଗୁଁ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ: ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର

ମୁମ୍ବାଇ: ଆଜି ମହାରାଷ୍ଟ୍ରର ଅହମ୍ମଦନଗରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି। ଅହମ୍ମଦନଗର ଜିଲ୍ଲା ଡାକ୍ତରଖାନାରେ ଅଗ୍ନିକାଣ୍ଡ ଯୋଗୁଁ ମୋଟ ୧୦ ଜଣଙ୍କର ମୃତ୍ୟୁ ହୋଇଛି। ଏଥିସହ ଅନେକ ଲୋକ ଗୁରୁତର ଆହତ ହୋଇଛନ୍ତି। ଏହି ଅଗ୍ନିକାଣ୍ଡ ହସ୍ପିଟାଲର କରୋନା ୱାର୍ଡରେ ଆରମ୍ଭ ହୋଇଥିଲା। ଦୁର୍ଘଟଣା ପରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଏବଂ ରିପୋର୍ଟ ଦାଖଲ କରିବାକୁ କହିଛନ୍ତି। ଯେଉଁମାନେ ଅବହେଳା କରୁଛନ୍ତି ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନା ଅନୁଯାୟୀ, ମୃତ୍ୟୁବରଣ କରିଥିବା ସମସ୍ତ ଲୋକ କରୋନାରେ ସଂକ୍ରମିତ ହୋଇଥିଲେ। ସକାଳ ପ୍ରାୟ ସାଢେ ୧୦ ଟା ବେଳେ ଆଇସିୟୁରେ ଏହି ଅଗ୍ନିକାଣ୍ଡ ଆରମ୍ଭ ହୋଇଥିଲା। ଆଇସିୟୁ ୱାର୍ଡରେ ନିଆଁ ଲାଗିବା ସମୟରେ ୧୭ ଜଣ ରୋଗୀ ଚିକିତ୍ସିତ ହେଉଥିଲେ, ସେମାନଙ୍କ ମଧ୍ୟରୁ ଦଶ ଜଣଙ୍କର ମୃତ୍ୟୁ ହୋଇଥିଲା। ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡିନି। କିନ୍ତୁ ସର୍ଟ ସର୍କିଟ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।

ନିଆଁକୁ ବର୍ତ୍ତମାନ ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ନିଆଯାଇଛି। ଏହି ଘଟଣା ପରେ ମହାରାଷ୍ଟ୍ର ସରକାରଙ୍କ ମନ୍ତ୍ରୀ ନବାବ ମଲିକ କହିଛନ୍ତି, “ଅହମ୍ମଦନଗରରେ ଥିବା ସରକାରୀ ଡାକ୍ତରଖାନାର ଆଇସିୟୁ ୟୁନିଟରେ ଅଗ୍ନିକାଣ୍ଡରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ଜଣେ ଗୁରୁତର ଆହତ ହୋଇଛନ୍ତି। ଡାକ୍ତରଖାନାର ‘ଅଗ୍ନି ଅଡିଟ୍’ ହୋଇଛି କି ନାହିଁ ଆମେ ଯାଞ୍ଚ କରିବୁ। ଯେଉଁମାନେ ଦୋଷୀ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ମୃତକଙ୍କ ସମ୍ପର୍କୀୟଙ୍କୁ ସରକାର ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ କରାଯିବ।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୨ ହଜାର ୨୨୪ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୬୨ ହଜାର ୨୨୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨ ହଜାର ୫୪୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୯୬ ଲକ୍ଷ ୩୩ ହଜାର ୧୦୫ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୭୯ ହଜାର ୫୭୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୮୩ ଲକ୍ଷ ୮୮ ହଜାର ୧୦୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୮ ଲକ୍ଷ ୬୫ ହଜାର ୪୩୨ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୦ ହଜାର ୪୨୧ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୭୦ ହଜାର ୪୨୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩ ହଜାର ୯୨୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୯୫ ଲକ୍ଷ ୧୦ ହଜାର ୪୧୦ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୭୪ ହଜାର ୩୦୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୮୧ ଲକ୍ଷ ୬୨ ହଜାର ୯୪୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୯ ଲକ୍ଷ ୭୩ ହଜାର ୧୫୮ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧ ଲକ୍ଷ ୧୪ ହାଜର ୪୬୦ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୧୪ ହଜାର ୪୬୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨ ହଜାର ୬୭୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୮୮ ଲକ୍ଷ ୯ ହଜାର ୩୩୯ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୪୬ ହଜାର ୭୫୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୬୯ ଲକ୍ଷ ୮୪ ହଜାର ୭୮୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧୪ ଲକ୍ଷ ୭୭ ହଜାର ୭୯୯ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧ ଲକ୍ଷ ୩୨ ହାଜର ୩୬୪ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୩୨ ହଜାର ୩୬୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨ ହଜାର ୭୧୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୮୫ ଲକ୍ଷ ୭୪ ହଜାର ୩୫୦ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୪୦ ହଜାର ୭୦୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୬୫ ଲକ୍ଷ ୫୯୬ ହଜାର ୧୫୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧୬ ଲକ୍ଷ ୩୫ ହଜାର ୯୯୩ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧ ଲକ୍ଷ ୩୪ ହାଜର ୧୫୪ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୩୪ ହଜାର ୧୫୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨ ହଜାର ୮୮୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୮୪ ଲକ୍ଷ ୪୧ ହଜାର ୯୮୬ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୩୭ ହଜାର ୯୮୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୬୩ ଲକ୍ଷ ୫୮୯ ହଜାର ୮୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧୭ ଲକ୍ଷ ୧୩ ହଜାର ୪୧୩ ଆକ୍ଟିଭ୍‌ କେସ୍ ରହିଛି।